ଭୁବନେଶ୍ୱର, ରାଜ୍ୟର ସରକାରୀ ଆଇଟିଆଇ ଛାତ୍ରାଛାତ୍ରୀମାନଙ୍କର ୯ମାସର ହଷ୍ଟେଲ ଫି ଛାଡ କରାଯିବ । ହଷ୍ଟେଲ ଫି ଛାଡ଼ କରିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ସରକାରୀ ଆଇଟିଆଇରେ ପଢୁଥିବା ପିଲାଙ୍କୁ ମାସିକ ୧୨୫ ଟଙ୍କା ହଷ୍ଟେଲ ଫି’ ଦେବାକୁ ପଡୁଥିଲା । ଦୀର୍ଘ ୯ ମାସ ପରେ ହଷ୍ଟେଲ ଫି ବାବଦକୁ ଦେବାକୁ ପଡ଼ିଥାନ୍ତା ୧୧୨୫ ଟଙ୍କା | ତେବେ ଫି ଛାଡ଼ ଫଳରେ ରାଜ୍ୟର ୩୦ ହଜାର ଆଇଟିଆଇ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍