ଗଞ୍ଜାମ, ଆସନ୍ତା ସେପ୍ଟେମ୍ବର ୧ରୁ ଗଞ୍ଜାମବାସୀଙ୍କୁ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଯିବାକୁ ଅନୁମତି ଦିଆଯିବ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଛତ୍ରପୁରର ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ ପାରୁଲ ପଟୱାରି । ସୂଚନାଥାଉକି, କରୋନା ପାଇଁ ଗଞ୍ଜାମର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଯିବା ପାଇଁ ଜନସାଧାରଣଙ୍କୁ ବନ୍ଦ କରାଯାଇଥିଲା ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ