ଭୁବନେଶ୍ୱର, କରୋନା ପାଇଁ ଅନେକ ଦିନରୁ ବନ୍ଦ ପଡ଼ିଛି ହୋଟେଲ, ବାର. ରେଷ୍ଟୁରାଣ୍ଟ । କିନ୍ତୁ ଏବେ ରାଜ୍ୟରେ କରୋନା ସଂକ୍ରମଣ କମିବାରୁ ରାଜ୍ୟ ସରକାର ସମସ୍ତ ରେଷ୍ଟୁରାଣ୍ଟ, ହୋଟେଲ, ବିୟର ପାର୍ଲରକୁ ଖୋଲିବାକୁ ଅନୁମତି ଦେଇଛନ୍ତି । ତେବେ କଣ୍ଟେନମେଣ୍ଟ ଅଞ୍ଚଳରେଥିବା କୌଣସି ହୋଟେଲ ଓ ବାର୍କୁ ଖୋଲିବାକୁ ଅନୁମତି ଦିଆଯାଇନାହିଁ । ସମସ୍ତ ବାର୍ କୋଭିଡ଼ ଗାଇଡ଼ଲାଇନ ମାନିବାକୁ କଡ଼ାକଡ଼ି ନିର୍ଦ୍ଦେଶ ଦିଆଯାଇଛି । ଯେଉଁ ଅଞ୍ଚଳରେ ଖୋଲିବ, ସେ ଅଞ୍ଚଳର ପୋଲିସ ପ୍ରଶାସନ ନଜର ରଖିବେ । ନିୟମ ଉଲଙ୍ଘନ ହେଲେ ସ୍ଥାନୀୟ ଜିଲ୍ଲାପାଳ ବାର୍ ବନ୍ଦ କରିବାକୁ ନିର୍ଦ୍ଦେଶ ମଧ୍ୟ ରହିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ