You are currently viewing ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ଭୁବନେଶ୍ୱର- ବିଧାନସଭା ଆରମ୍ଭ ହେବାର ଅବ୍ୟବହିତ ପୂର୍ବରୁ ବିଧାନସଭା ପରିସରରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ବାଚସ୍ପତି ଡକ୍ଟର ସୂର୍ଯ୍ୟନାରାୟଣ ପାତ୍ର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲଙ୍କୁ ଗୃହ ମଧ୍ୟକୁ ପାଛୋଟି ନେଇଛନ୍ତି । ରାଜ୍ୟପାଳଙ୍କ ଅଭିଭାଷଣରୁ ଆଜିଠାରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ବେହାକୁ ଯାଉଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।