You are currently viewing ନନ୍ଦନ ବିହାରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନନ୍ଦନ ବିହାରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (22.4.23): ନନ୍ଦନ ବିହାରର ଏକ ନିର୍ମାଣଧୀନ କୋଠାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମୃତ ଯୁବକ ଜଣକ ସେହି କୋଠାରେ ଲେବର ଭବେ କାର୍ଯ୍ୟ କରୁଥିଲେ ବୋଲି କୁହାଯାଉଛି । ସ୍ଥାନୀୟ ଲୋକେ ହତ୍ୟା ସନ୍ଦେହ କରୁଥିବାର କୁହାଯାଉଛି। ଖବର ପାଇ ଘଟଣା ସ୍ଥଳରେ ଇନ୍ଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । ମୃତଦେହ ଜବତ କରି ଶବ ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି ପୋଲିସ ।

ଅନ୍ୟମାନଙ୍କୁ ଜଣାନ୍ତୁ।