ଅନୁଗୁଳ, ଜିଲ୍ଲାରେ ଏକ ଅଘଟଣ ଘଟିଛି । ଏକ ହାଇୱେ ଚକା ତଳେ ଚାପି ହୋଇଗଲେ ଦୁଇ ଭାଇ । ବଡ଼ ଭାଇ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବାବେଳେ, ସାନ ଭାଇ ଗୁରୁତର ଆହତ ହୋଇ ଅନୁଗୁଳ ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସୂଚନାଥାଉକି, ବାଲି ଉପରେ ଦୁଇ ଭାଇ ଶୋଇଥିବାବେଳେ ଏକ ହାଇୱା ଉଭୟଙ୍କ ଉପରେ ଚଢ଼ି ଯାଇଥିଲା । ଦୁଇ ଭାଇ ନାବାଳକ ଅଟନ୍ତି । ଏହି ଅଘଟଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ