ଭୁବନେଶ୍ୱର, ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମ ଦିବସ । ଓଡ଼ିଶାର ଅପ୍ରତିଦ୍ୱନ୍ଦି ମହାନାୟକ ହେଉଛନ୍ତି ନବୀନ । ଆଜି ତାଙ୍କ ଜନ୍ମ ଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟାନ୍ୟ ନେତା ମନ୍ତ୍ରୀ ଟ୍ୱିଟ ଯୋଗେ ଶୁଭେଚ୍ଛା ଜଣାଇବା ସହ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି । ଏପଟେ କରୋନା ମହାମାରୀ ପାଇଁ ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ତାଙ୍କର ଜନ୍ମଦିନ ପାଳନ କରୁନାହାଁନ୍ତି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ