କଟକ -୨୦,୦୪,୨୦୧୧, ଗ୍ୟାଙ୍ଗଷ୍ଟାର ହାଇଦର ଫେରାର ମାମଲାରେ ଆଜି ଆଉ ଜଣଙ୍କୁ ଗିରଫ କରାଯାଇଛି । କନେଷ୍ଟବଲ ମୌସିମଙ୍କ ସହ ମ୍ବଲପୁର ଜେଲର ୱାର୍ଡର ଶିବନାରାୟଣ ନନ୍ଦଙ୍କୁ ଗିରଫ କରିଛି ମଙ୍ଗଳାବାଗ ଥାନା ପୋଲିସ । ତେବେ ହାଇଦର ଫେରାର ହେବା ଦିନ ଏମାନେ ଡ୍ୟୁଟିରେ ଥିଲେ । ଏହା ବ୍ୟତୀତ ହାଇଦରର ସୁରକ୍ଷା ଦାୟିତ୍ୱରେ ଥିବା ୬ଜଣ କନେଷ୍ଟବଲଙ୍କୁ କର୍ତ୍ତବ୍ୟରେ ଅବହେଳା କାରଣରୁ ନିଲମ୍ବିିତ କରାଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍