heatwave

କଲବଲ କରୁଛି ତାତି, ୧୫ରୁ ବଢିବ ତାପମାତ୍ରା 

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି | କଲବଲ କରୁଛି ତାତି | ଗତ ୪ ରୁ ୫ ଦିନ କୋହଲା ପାଗ ପରେ ରାଜ୍ୟରେ ପ୍ରବଳ ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଛି। କାଳବୈଶାଖୀ ଯୋଗୁଁ ବର୍ତ୍ତମାନ ପାଗ ଥଣ୍ଡା ରହିଥିବା ବେଳେ ୧୫ ତାରିଖରୁ ବିଭିନ୍ନ ସ୍ଥାନରେ ପାରଦ ୪୦ ଡିଗ୍ରୀ ଡେଇଁପାରେ ବୋଲି ସମ୍ଭାବନା ରହିଛି। ଆସନ୍ତା ୧୭ ତାରିଖ ବେଳକୁ ସ୍ଥିତି ଆହୁରି ଅସମ୍ଭାଳ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।