ଭୁବନେଶ୍ୱର, ରାଜ୍ୟରେ ଆସନ୍ତା ତିନି ଦିନ ଘନ କୁହୁଡି ଦେଖାଯିବ | ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୂଚନା ଅନୁସାରେ ଜାନୁଆରି ୩୧ରୁ ଫେବ୍ରୁଆରି ୨ ଯାଏ ରାଜ୍ୟରେ ଶୀତଲହରି ଦେଖାଯିବ | ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ଶୀତ ଲହରି ନେଇ ସତର୍କତା ଜାରି କରାଯାଇଛି | ଏନେଇ ସବୁ ଜିଲ୍ଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିସନର ଚିଠି ଲେଖି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ବାରିପଦାଠାରେ ୧୨.୨ଡିଗ୍ରି ରେକର୍ଡ ହୋଇଥିବା ବେଳେ ୭ଟି ସହରର ତାପମାତ୍ରା ୧୫ ଡିଗ୍ରି ତଳେ ରହିଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ