ଭୁବନେଶ୍ୱର -୨୨. ୦୫.୨୦୨୧, ସମ୍ଭାବ୍ୟ ବାତ୍ୟାକୁ ନେଇ ପୂର୍ବାନୁମାନ କରାଯାଇଛି ଯେ ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ଏବଂ ୨୪ ତାରିଖରେ ବାତ୍ୟାରେ ରୂପାନ୍ତରିତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ୨୬ ତାରିଖ ସକାଳେ ଏହା ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବ । ଅଧିକ ବେଗରେ ପବନ ସହ ଅତ୍ୟଧିକ ବର୍ଷା ମଧ୍ୟ ହେଵ । ବାତ୍ୟାର ପ୍ରଭାବରେ ଆସନ୍ତା ୨୫ରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଏନେଇ ପାଣାପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍