ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଏକ ଘୁର୍ଣ୍ଣିବଳୟର ଆସ୍ତରଣ ରହିଛି । ଫଳରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୫ଗୋଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ଣ୍ଣି ଜାରି କରାଯାଇଛି । ଗତ ୪୮ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ଆଂଶିକ ବର୍ଷା ମଧ୍ୟ ହୋଇଛି । ତା’ଛଡ଼ା ବଲାଙ୍ଗୀର, କେଉଁଝର, ଦେବଗଡ଼, ମାଲକାନଗିରି, ନବରଙ୍ଗପୁର, ସୋନପୁର ଆଦି ଅଞ୍ଚଳରେ କେତେକ ସ୍ଥାନରେ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା