ଏଏନଏସ୍: ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପାସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ସକ୍ରିୟ ଘୂର୍ଣ୍ଣିବଳୟ ଓ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏ ବର୍ଷା ହେବ। ଏନେଇ ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍