You are currently viewing ଆଜି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା

ଆଜି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୧୩/୦୯, ବଙ୍ଗୋପସାଗର ଅବପାତ ଦୁର୍ବଳ ହୋଇ ୱେଲଡମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଫଳରେ ଆସନ୍ତା ୧୪ ତାରିଖ ଯାଏଁ ଲାଗି ରହିବ ବର୍ଷା । ଆଜି ପାଇଁ ୮ ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ୮ ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସେପ୍ଟେମ୍ବର ୧୮ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁ ମଣ୍ଡଳର ଉପରିଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ମୌସୁମୀ ସକ୍ରିୟ ହେବ । ୮ଟି ଜିଳ୍ଲା ଗୁଡିକ ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜଧାନୀ ତଥା ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ ।

ଅନ୍ୟମାନଙ୍କୁ ଜଣାନ୍ତୁ।