ଭୁବନେଶ୍ୱର, ରାଜ୍ୟରେ ଗ୍ରୀଷ୍ମପ୍ରବାହ ପ୍ରଭାବ ଦେଖିବାକୁ ମିଳିଛି । ଖରାଦିନ ଆରମ୍ଭ ହେଉ ହେଉ ରାଜ୍ୟର କିଛି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ପାର୍ କଲାଣି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୨ରୁ ୩ ଦିନରେ ରାଜ୍ୟ ରାଜଧାନୀର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିବ । ତେବେ ସୂଚନା ଅନୁସାରେ ରାଜ୍ୟର ୧୨ଟି ସହରର ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଛି । ବୌଦ୍ଧ ୪୧, ଭୁବନେଶ୍ବର ୪୦.୨, ସମ୍ବଲପୁର ୩୯.୮ ଡିଗ୍ରୀ, ନୟାଗଡ଼ ୩୯.୬, ଅନୁଗୁଳ ଓ ଟିଟିଲାଗଡ଼ ୩୯.୫ ଡିଗ୍ରୀ । ବାରିପଦା, ହୀରାକୁଦ ଓ ତାଳଚେର ତାପମାତ୍ରା ୩୯.୪ ଡିଗ୍ରୀ । କଟକ, ଭବାନୀପାଟଣା ଓ ମାଲକାନଗିରି ତାପମାତ୍ରା ୩୯ ଡିଗ୍ରୀ ସେଲ୍ସିୟସ୍ ରହିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍