ଭୁବନେଶ୍ବର, ନଭେମ୍ବର ମାସରେ ଶନିବାର ଅଦାଲତ ବନ୍ଦ ରହିବ। ନଭେମ୍ବର ମାସରେ କାର୍ଯ୍ୟ ଦିବସ ଥିବା ସମସ୍ତ ଶନିବାର ଦିନ ହାଇକୋର୍ଟ ଓ ଏହାର ଅଫିସ ବନ୍ଦ ରହିବ ବୋଲି ସୂଚନା ମିଳିଛି। ଖାଲି ସେତିକି ନୁହେଁ, ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ), ଟ୍ରିବୁନାଲ ଓ ଏ ସମ୍ପର୍କିତ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ ବୋଲି ହାଇକୋର୍ଟଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ