ଭୁବନେଶ୍ୱର, ଆସନ୍ତା ଅକ୍ଟୋବର ମାସ ଠାରୁ ବଢିବ ବିଦ୍ୟୁତ ଦର । ଏନେଇ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ବିଦ୍ୟୁତ ୟୁନିଟ ପିଛା ୨୦ ପଇସା ବଢ଼ାଇବାକୁ ନିଷ୍ପତ୍ତି ହୋଇଛି । କିନ୍ତୁ ବିଦ୍ୟୁତ ଦର ବୃଦ୍ଧିରୁ କୁଟୀର ଜ୍ୟୋତି ଓ ବିପିଏଲ ଚାଷୀ ଉପଭୋକ୍ତା ବାଦ ପଡିବେ । ତେବେ ବିଦ୍ୟୁତ ଦର ୫୦ ୟୁନିଟ ପର୍ଯ୍ୟନ୍ତ ୨ଟଙ୍କା ୭୦ ପଇସାକୁ ବୃଦ୍ଧି କରାଯାଇଥିବା ବେଳେ ୧୦୦ ୟୁନିଟ ପର୍ଯ୍ୟନ୍ତ ୩ଟଙ୍କା ୬୦ ପଇସା, ୨ଶହ ଯାଏଁ ୪ଟଙ୍କା ୫ ପଇସା ବୃଦ୍ଧି କରାଯାଇଛି । ସେହିପରି ୩ଶହ ୟୁନିଟ ଯାଏଁ ୪ଟଙ୍କା ୫୩ ପଇସା, ୪ଶହ ୟୁନିଟ ଯାଏଁ ୪ଟଙ୍କା ୭୮ ପଇସା ଓ ୫ଶହ ୟୁନିଟ ପର୍ଯ୍ୟନ୍ତ ୫ଟଙ୍କା ବୃଦ୍ଧି କରାଯାଇଛି ବୋଲି ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ