ଗଞ୍ଜାମ, ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଝାଡାଙ୍କୁଲ ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁ। ଶିକ୍ଷକ ବାସଭବନରେ ଆଜି ଭିଜିଲାନ୍ସ ଚଢାଉ କରିଛି । ବାସଭବନ ସମେତ ୧୦ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ଚଢାଉ କରିଥିବା ସୂଚନା ମିଳିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି ବୋଲି ସୂଚନା ମିଳୁଛି।
ଆଜିଠୁ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ଆରମ୍ଭଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାରଜେଇଙ୍କୁ ସଂଘବଦ୍ଧ ଆକ୍ରମଣଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]