ଭୁବନେଶ୍ୱର, ଗତକାଲି ରାଜାନୀର ତାପମାତ୍ରା ସ୍ୱାଭାବିକ୍ ଥିବାବେଳେ ଆଜି ତାପମାତ୍ରାରେ ପୁଣି ବୃଦ୍ଧି ଘଟିଛି । ପାରଦ ୪୦ ଡିଗ୍ରୀକୁ ବୃଦ୍ଧି ହୋଇଛି । ତେବେ ଆସନ୍ତା ୪ ରୁ ୫ ଦିନ ରାଜ୍ୟରେ ଗରମ ଜାରି ରହିବ । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ରାଜଧାନୀ ଭୁବନେଶ୍ୱର ଓ ବାରିପଦାରେ ତାପମାତ୍ରା ୪୦ ଡିଗ୍ରୀ ପହଞ୍ଚିଥିବା ବେଳେ ଅନ୍ୟ ୫ଟି ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ରହିଛି ।ତେବେ କଟକ ୩୯.୬, ମାଲକାନଗିରି ୩୯, ନୟାଗଡ଼ ୩୯, ତାଳଚେର ୩୮.୮, ଟିଟିଲାଗଡ଼ ୩୮.୫ ଡିଗ୍ରୀ ତାପମାତ୍ରା ରହିଛି ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି ଅଞ୍ଚଳରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ ଏବଂ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା କମ୍ ରହିଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ