ଯାଜପୁର: ଯାଜପୁର ଜିଲ୍ଲାର ରସୁଲପୁର ବ୍ଲକ ରାଧାନଗର ଗାଁରେ ଅଗ୍ନିକାଣ୍ଡ ହୋଇ ଘର ଜଳିଯିବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ଗତକାଲି ରାତିରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଖବର ପାଇବା ପରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛି । ଅଗ୍ନିକାଣ୍ଡରେ ଗାଁର ଚନ୍ଦ୍ରମଣି ଜତି, କୃପାସିନ୍ଧୁ ଜତି ଓ ବ୍ରଜମୋହନ ଜତିଙ୍କର ଘର ପୋଡ଼ି ଯାଇଥିବା ଜଣାପଡିଛି। ତେବେ ନିଆଁ ଲାଗିବାର କାରଣ ଜଣାପଡିନାହିଁ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ