ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ହାଥରସ ଗଣଦୁଷ୍କର୍ମ ଘଟଣାକୁ ନେଇ ଗୃହରେ ହଙ୍ଗାମା ଦେଖା ଦେଇଛି। । ଏନେଇ ଗୃହରେ ହଙ୍ଗାମା କରିଛନ୍ତି କଂଗ୍ରେସ ସଦସ୍ୟ । ହଙ୍ଗାମା ପରେ ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

Leave A Reply

Your email address will not be published.