ପୁରୀ, ଆଜି ପୁରୀରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ ହୋଇଛି । ପୁରୀ ସିଦ୍ଧମହାବୀର ଅଞ୍ଚଳରୁ ୨୦୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ । ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ବୋଲି ଜଣାପଡିଛି । ଏହି ମାମଲାରେ ୨ ବ୍ରାଉନସୁଗର ବେପାରୀଙ୍କୁ ଗିରଫ ମଧ୍ୟ କରାଯାଇଛି । ଅଭିଯୁକ୍ତମାନେ ହେଲେ ରଘୁନାଥ ସାହୁ ଓ ଶିବପ୍ରସାଦ ବେହେରା । ସୂଚନା ଯୋଗ୍ୟ ଯେ, ପୁରୁଷୋତ୍ତମ ଏକ୍ସପ୍ରେସ ଟ୍ରେନ୍ ଯୋଗେ ବାଲେଶ୍ୱରରୁ ବ୍ରାଉନସୁଗର ଚାଲାଣ ହେଉଥିଲା । ଏହି ସମୟରେ ଅବକାରୀ ବିଭାଗ ଖବର ପାଇ ଚଢ଼ାଉ କରିଥିଲା ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ