You are currently viewing ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

  • Post category:ଓଡିଶା
  • Reading time:1 mins read

କନ୍ଧମାଳ, କନ୍ଧମାଳ ଗୋଛାପଡ଼ାର ରାଇଘର ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଏଠାରେ ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୨୮ ତାରିଖରେ ଯବାନ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ପରେ ଯବାନଙ୍କ ପକ୍ଷରୁ କମ୍ବିଙ୍ଗ ଅପରେସନକୁ ଜୋରଦାର କରାଯାଇଥିଲା । ଏହାପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ । ଏହି ଅପରେସରେସନରେ ଝଙଏ ଓ ଊଠୠ ଯବାନ ମାନେ ସାମିଲ ଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।