You are currently viewing ହାଇଦରକୁ ଏନ୍‌କାଉଣ୍ଟର ଘଟଣା: ଜବାବ ତଲବ କଲେ ରାଜ୍ୟ ମାନବାଧିକାର କମିଶନ

ହାଇଦରକୁ ଏନ୍‌କାଉଣ୍ଟର ଘଟଣା: ଜବାବ ତଲବ କଲେ ରାଜ୍ୟ ମାନବାଧିକାର କମିଶନ

ଭୁବନେଶ୍ୱର-୨୬.୦୭.୨୦୨୧, କୁଖ୍ୟାତ ଗ୍ୟାଙ୍ଗଷ୍ଟାର ହାଇଦର ଏନକାଉଣ୍ଟରରେ ମୃତ୍ୟୁ ଘଟଣାରେ ନିଜ ଆଡ଼ୁ ମାମଲା ରୁଜୁ କଲେ ରାଜ୍ୟ ମାନବାଧିକାର କମିଶନ । ବିଭିନ୍ନ ଗଣମାଧ୍ୟମର ରିପୋର୍ଟକୁ ଆଧାର କରି ମାମଲା ରୁଜୁ କରିବା ସହ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ଡିଜିପି, ଜେଲ ଡିଜି, ପୋଲିସ କମିସନରଙ୍କୁ ରିପୋର୍ଟ ତଲବ କରିଛନ୍ତି । ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ସେପ୍ଟେମ୍ବର ୬ ତାରିଖ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ମାନବାଧିକାର କମିଶନ ।

ଅନ୍ୟମାନଙ୍କୁ ଜଣାନ୍ତୁ।