ଭୁବନେଶ୍ୱର, ନୂଆ ଟ୍ରାଫିକ ନିୟମ ଲାଗୁ ହୋଇଛି । ଟ୍ରାଫିକ ନିୟମ ଉଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ପରିବହନ କମିଶନର ନୂଆ କଟକଣା ଜାରି କରିଛନ୍ତି। ଏଣିକି ଟ୍ରାଫିକ ନିୟମ ଭାଙ୍ଗିଲେ ୩ମାସ ପାଇଁ ଡ଼ିଏଲକୁ ବାତିଲ କରି ଦିଆଯିବ । ଦ୍ରୁତ ଗତି ଓ ମଦ ପିଇ ଗାଡ଼ି ଚଳାଇଲେ ଡିଏଲ ବାତିଲ କରାଯିବ । ସେହିପରି ଟ୍ରାଫିକ ରେଡ଼ ସିଗନାଲ ନମାନିଲେ ଓ ଗାଡ଼ି ଚଲାଇଲା ବେଳେ ମୋବାଇଲରେ ଗପିଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ସହ ଜୋରିମାନା ଆଦାୟ କରାଯିବ । ଓଭରଲୋଡିଂ କିମ୍ବା ମାଲ ଗାଡ଼ିରେ ଯାତ୍ରୀ ନେଲେ ସମାନ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ