ଭୁବନେଶ୍ୱର, ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି IFS ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ୧୯୮୭ ବ୍ୟାଚ୍ର IFS ଅଭୟ ଅତିରିକ୍ତ PCCF ଅଛନ୍ତି । ଓଡ଼ିଶା ସମେତ ମହାରାଷ୍ଟ୍ର ଓ ବିହାରରେ ଏକକାଳୀନ ଚଢ଼ାଉ ହୋଇଛି । ଓଡ଼ିଶାର ୪ଟି, ମହାରାଷ୍ଟ୍ରର ୩ଟି ଓ ବିହାରର ୩ଟି ସ୍ଥାନରେ ଚଢ଼ାଉ ହୋଇଥିବା ସୂଚନା ମିଳିଛି ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି