ରଣପୁର- ନୟାଗଡ ଜିଲ୍ଲାର ଝିଅ ପରୀ ହତ୍ୟା ଘଟଣାର ଏଯାଏ ପର୍ଦ୍ଦାଫାଶ ହୋଇନଥିବା ବେଳେ ଏବେ ପୁଣି ଆଉ ଏକ ଛୋଟ ଶିଶୁ କନ୍ୟା ନିଖୋଜ ହେବାର ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ନୟାଗଡ଼ ଜିଲ୍ଲାର ରଣପୁର ବ୍ଲକ୍ ଅନ୍ତର୍ଗତ ଦଧିପାଟଣା ଗାଁର ସଞ୍ଜୟ କୁମାର ସାହୁଙ୍କ ତିନି ବର୍ଷର ଝିଅ ହରପ୍ରିୟା ଦାଣ୍ଡରେ ଖେଳୁଥିବା ସମୟରେ ନିଖୋଜ ହୋଇଛି। ଏନେଇ ସୁନାଖଳା ଫାଣ୍ଡିରେ ଗତକାଲି ଏତଲା ଦିଆଯାଇଥିଲା । ଅଭିଯୋଗ ମିଳିବା ପରେ ପୁଲିସ୍ ଏବଂ ଅଗ୍ନିଶମ ବାହିନୀ ଗାଁରେ ଥିବା ତିନିଟି ପୋଖରୀ ଓ ନିକଟସ୍ଥ ଜଙ୍ଗଲ ଖୋଜାଖୋଜି କରିଥିଲେ। ମାତ୍ର କେଉଁଠାରେ ହରପ୍ରିୟାଙ୍କ ପତ୍ତା ମିଳି ନଥିଲା । ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ