You are currently viewing ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଦ୍ୟୁତ୍ ବିତରଣ କାର୍ଯ୍ୟର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଦ୍ୟୁତ୍ ବିତରଣ କାର୍ଯ୍ୟର ଶୁଭାରମ୍ଭ

ଭୁବନେଶ୍ୱର, ଇନ୍ଦ୍ରାବତୀ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ବିତରଣରୁ ଆଜି ଶୁଭାରମ୍ଭ ହୋଇଛି । ଭିଡିଓ କନଫରେନ୍ସଂ ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟକ୍ରମରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏବଂ ଧର୍ମଗଡ ଓ ଲାଞ୍ଜିଗଡ ବିଧାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।