ଭୁବନେଶ୍ୱର(ଏ ଏନ୍ ଏସ) ୦୪।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଥମିବାର ନା ନେଉ ନାହିଁ କରୋନା
- Post published:July 4, 2022
- Post category:ଓଡିଶା
- Reading time:1 mins read