You are currently viewing ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ୨ସେତୁ ଶିଳାନ୍ୟାସ

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ୨ସେତୁ ଶିଳାନ୍ୟାସ

ଭୁବନେଶ୍ୱର, ତିର୍ତ୍ତୋଲ ଅଞ୍ଚଳ ମହାନଦୀ ଉପରେ ୨ ଟି ସେତୁର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିର୍ତ୍ତୋଲ-ପୋଷଳ, ଓ ଜଇପୁର-କଟିକଟା ସେତୁର ଆଜି ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଭିଡିଓ କନଫରେନ୍ସିଂ ଜରିଆରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଅନ୍ୟମାନଙ୍କୁ ଜଣାନ୍ତୁ।