ଭୁବନେଶ୍ୱର, ଆଜିଠୁ ଯୁକ୍ତ୨ ଇନ୍ଷ୍ଟାଣ୍ଟ ପରୀକ୍ଷା ଆରମ୍ଭ । ନଭେମ୍ବର ୧୧ରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଥିଓରି ଓ ୧୨ ତାରିଖରେ ପ୍ରାକ୍ଟିକାଲ/ପ୍ରୋଜେକ୍ଟ ପେପର୍ ପରୀକ୍ଷା କରାଯିବ। ଏକା ସମୟରେ ରେଗୁଲାର, ଏକ୍ସ-ରେଗୁଲାର ଓ ଡିଷ୍ଟାନ୍ସ ଏଜୁକେସନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ଥିଓରି ବିଷୟଗୁଡ଼ିକର ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ । ପରୀକ୍ଷା ପାଇଁ ସାରା ରାଜ୍ୟରେ ୧୮୦ଟି କେନ୍ଦ୍ର ହୋଇଛି। ଯେଉଁଥିରେ ୧୩୯୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ। ରାଜ୍ୟ ସରକାରଙ୍କ ଦ୍ବାରା ଜାରି କୋଭିଡ୍-୧୯ ନିର୍ଦେଶାବଳୀ ଅନୁଯାୟୀ ପରୀକ୍ଷା ପରିଚାଳନା କରାଯିବ। ପରୀକ୍ଷାର୍ଥୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି। ପରୀକ୍ଷା କେନ୍ଦ୍ରକୁ ଆସିବା ସମୟରେ ଛାତ୍ରଛାତ୍ରୀ ସାଙ୍ଗରେ ଆଡମିଟ୍ କାର୍ଡ ଓ ଫଟୋ ପରିଚୟପତ୍ର ଆଣିବେ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ