ଯାଜପୁର(ଏ ଏନ୍ ଏସ)୦୮/୦୬,ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୭ ଦୋକାନ । ଯାଜପୁର କଳିଙ୍ଗନଗର ଥାନା ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଆଜି ସକାଳ ୫ଟାରେ ଡୁବୁରୀ ଛକଠାରେ ଏକ ଜଳଖିଆ ଦୋକାନରେ ହଠାତ୍ ଗ୍ୟାସ୍ ଟାଙ୍କିରେ ନିଆଁ ଲାଗିଯାଇଥିଲା । ପରେ ନିଆଁ ବ୍ୟାପୀ ୭ଟି ଦୋକାନ ଜଳିପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଛି। ଟାଟାଷ୍ଟିଲ, ଦାନଗଦି ଓ ସୁକିନ୍ଦା ଅଗ୍ନିଶମ ବାହିନୀ ଆସି ନିଅାଁକୁ ଆୟତ୍ତ କରିଥିଲେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍