You are currently viewing ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (ଏଏନଏସ)୨୫/୦୩,ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଦେଶରୁ ଅଧିକ ପୁଞ୍ଜି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନେତୃତ୍ୱ ନେଉଛନ୍ତି । ବିଦେଶରୁ ପୁଞ୍ଜି ଆଣିବାରେ ଦେଶରେ ୩ଟି ରାଜ୍ୟ ଭିତରେ ଓଡ଼ିଶା ରହିଛି । ପୁଞ୍ଜିନିବେଶ ପାଇଁ ଏବେ ପ୍ରତିଯୋଗିତା ଚାଲିଛି । ଯାହା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି ବୋଲି କହିଛନ୍ତି ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର । ସାରା ଦେଶରେ ପୁଞ୍ଜିନିବେଶ ଓଡିଶା ବଡ଼ ସଫଳତା ପାଇଛି ବୋଲି କହିଛନ୍ତି ବିଧାୟକ ।

ଅନ୍ୟମାନଙ୍କୁ ଜଣାନ୍ତୁ।