ଭୁବନେଶ୍ୱର –ଆଜିଠାରୁ ଜେଇଇ ମେନ ପରୀକ୍ଷା ଆରମ୍ଭ ହୋଇଛି । ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇ ୨୬ ତାରିଖ ଯାଏ ସାରା ଦେଶରେ ଚାଲିବ । ଚଳିତ ବର୍ଷ ୪ଟି ପର୍ଯ୍ୟାୟରେ ୨୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏହି ପରୀକ୍ଷା ଦୁଇଟି ସିଫ୍ଟରେ ହେବ । ପ୍ରଥମ ସିଫ୍ଟ ୯ ଟାରୁ ୧୨ ପର୍ଯ୍ୟନ୍ତ ଏ୧ବଂ ଦ୍ୱିତୀୟ ସିଫ୍ଟ ୩ଟା ରୁ ୬ଟା ପର୍ଯ୍ୟନ୍ତ ରହିଛି । ରାଜ୍ୟର ୧୬ଟି ସହରରେ ପ୍ରାୟ ୮୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ଏହି ପରୀକ୍ଷା ସମ୍ପୂର୍ଣ୍ଣ ଅନଲାଇନ ପଦ୍ଧତିରେ ହେବ । କେବଳ ଓଡ଼ିଶାରୁ ପ୍ରାୟ ୪୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ପଞ୍ଜିକରଣ କରିଥିବାର ସୂଚନା ରହିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍