ଯାଜପୁର, ଯାଜପୁର ଜିଲ୍ଲାର ୨୧ ତମ ଜିଲ୍ଲାପାଳ ଭାବେ ଆଜି ଚକ୍ରବର୍ତ୍ତୀ ସିଂ ରାଠୋର ଦାୟିତ୍ଵ ଗ୍ରହଣ କରିଛନ୍ତି । ମା’ ବିରଜାଙ୍କ ମନ୍ଦିର ବାହାରେ ଆଶୀର୍ବାଦ କାମନା କରି ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କଠାରୁ ଦାୟିତ୍ଵ ଗ୍ରହଣ କରିଥିଲେ। ଶ୍ରୀ ରାଠୋର ଏହା ପୂର୍ବରୁ ବ୍ରହ୍ମପୁର ମୁନିସିପାଲିଟି କର୍ପୋରେସନର କମିସନର ଭାବେ କାର୍ଯ୍ୟରତ ଥିଲେ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା