jp nadda

୨୮ ରେ ଓଡ଼ିଶା ଆସିବେ ଜେପି ନଡ୍ଡା, ବ୍ରହ୍ମପୁରରେ ଜନସଭାକୁ କରିବେ ସମ୍ବୋଧନ 

ଏଏନଏସ: ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୨୮ ତାରିଖରେ ବ୍ରହ୍ମପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧନ କରି ଜନତାଙ୍କୁ ଭୋଟ ଅପିଲ କରିବେ। ଏହାସହ ନବରଙ୍ଗପୁରରେ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ।  ଉଭୟ ପଶ୍ଚିମ ଓଡିଶା ଓ ଦକ୍ଷିଣ ଓଡିଶା କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ୨୦୨୪ ନିର୍ବାଚନରେ ଦଳ କିଭଳି ବହୁମତ ହାସଲ କରିବ ସେନେଇ ଭାଷଣ ଦେବେ। ଏନେଇ ସୂଚନା ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ସମୀର ମହାନ୍ତି । 

 

ଅନ୍ୟମାନଙ୍କୁ ଜଣାନ୍ତୁ।