ବଲାଙ୍ଗିର, ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ ଗିରିଷ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଏହା ସହିତ ଦେଓଗାଁ ବ୍ଲକ ଅଫିସରେ ମଧ୍ୟ ଖୋଲତାଡ କରୁଛି ଭିଜିଲାନ୍ସ । ଚଢ଼ାଉ ସମୟରେ ଗିରିଷଙ୍କ ଘରୁ ନଗଦ ୮୦ ହଜାର ଟଙ୍କା ଏବଂ କିଛି ସୁନା ଅଳଙ୍କାର ମିଳିଥିବା ଜଣାଯାଇଛି। ସମ୍ୱଲପୁର, ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାର ଭିଜିଲାନ୍ସ ଟିମ ଚଢ଼ାଉରେ ସାମିଲ ହୋଇଛନ୍ତି ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ