justice

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

  • Post category:ଓଡିଶା
  • Reading time:1 mins read

ଏଏନଏସ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଦିନ ୧୦ଟା ସମୟରେ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଚକ୍ରଧାରୀ ଶରଣ ସିଂ । ଏହି ଶପଥଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ ।

 

ଅନ୍ୟମାନଙ୍କୁ ଜଣାନ୍ତୁ।