କଟକ, ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଅଲଗା କରାଯିବାର ଦୀର୍ଘ ୩ ବର୍ଷ ପରେ ଜଗାକୁ ଛାଡ଼ି ଚାଲିଯାଇଥିବା କାଳିଆର ଆଜି ହେବ ଶେଷକୃତ୍ୟ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ମିଲୁପଡ଼ାରେ କାଳିଆର ଶେଷକୃତ୍ୟ କରାଯିବ। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ କାଳିଆର ମୃତ୍ୟୁ ହୋଇଥିବା ନେଇ SCBର ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣାଙ୍କ ସୂଚନା ଦେଇଥିଲେ। ସୂଚନା ଥାଉକି, ଦିଲ୍ଲୀ ଏମ୍ସରେ ୨୦୧୭ ଜୁନ୍ ମାସରେ ଉଭୟଙ୍କୁ ସଫଳତାର ସହ ପୃଥକ କରାଯାଇଥିଲା । ପ୍ରାୟ ୨ବର୍ଷ ଧରି ଏମ୍ସରେ ଚିକିତ୍ସାଧୀନ ରହିବା ପରେ ଗତବର୍ଷ ଉଭୟ ଓଡ଼ିଶା ଫେରିଥିଲେ ।
ରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭକ୍ୟାମେରା ଲେନସରେ କଏଦ ହେଲା ବାଘ