ଭୁୁବନେଶ୍ୱର(ଏଏନଏସ)୧୩/୧୦, ଦିନକୁ ଦିନ ତେଜିବାର ଲାଗିଛି ଦର ବୃଦ୍ଧି ସମସ୍ୟା । ସେପ୍ଟେମ୍ବର ମାସରେ ଖାଦ୍ୟ ସାମଗ୍ରୀ ଓ ପାନୀୟ ସାମଗ୍ରୀର ଦାମ ବୃଦ୍ଧି ପାଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏବେ ଯେଉଁ ଖୁଚୁରା ମୁଦ୍ରାସ୍ପୀତି ୭.୪୧ ପ୍ରତିଶତ ରହିଛି ଠିକ୍ ବର୍ଷକ ତଳେ ଅର୍ଥାତ ୨୦୨୧ ସେପ୍ଟେମ୍ବରରେ ଏହା ୪.୩୫% ରହିଥିଲା । ଖାଦ୍ୟଶସ୍ୟ ଓ ପନିପରିବା ଦର ଦ୍ରୁତଗତିରେ ବଢ଼ୁଥିବାରୁ ମୁଦ୍ରାସ୍ଫୀତି ହାର ମଧ୍ୟ ବଢ଼ିବାରେ ଲାଗିଛି । ଆରବିଆଇ ସବୁବେଳେ ଖାଦ୍ୟ ସାମଗ୍ରୀର ଖୁଚୁରା ମୁଦ୍ରାସ୍ଫୀତି ୨ରୁ ୬% ରଖିବା ଉପରେ ଗୁରୁତ୍ୱ ଦେଇଥାଏ । ଏହାଦ୍ୱାରେ ଅର୍ଥନୀତି ଉପରେ ଦରମଦାର ବୃଦ୍ଧିର ପ୍ରଭାବ କମ ହୁଏ । ମୁଦ୍ରାସ୍ଫୀତି ବଢ଼ୁଥିବାରୁ ଏହାର ପ୍ରଭାବ ଅର୍ଥନୀତି ଉପରେ ମଧ୍ୟ ପଡ଼ୁଛି । କିନ୍ତୁ ମୁଦ୍ରାସ୍ଫୀତି ବୃଦ୍ଧି ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ତେବେ ସ୍ୱତଃ ପ୍ରଶ୍ନ ଉଠେ କେବେ ମିଳିବ ଏହି ଦରଦାମ୍ରୁ ମୁକ୍ତି ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା