You are currently viewing ଖସୁଛି କରୋନା ସଂକ୍ରମଣ

ଖସୁଛି କରୋନା ସଂକ୍ରମଣ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (ଏ ଏନ୍ ଏସ)୧୧/୦୮, : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।