କିନ୍ନର କାଟିବେ ପାର୍କିଂ ଚାଲାଣ

ଭୁବନେଶ୍ୱର, ଆଜିଠାରୁ କିନ୍ନରମାନେ କାଟିବେ ପାର୍କିଂ ଚାଲାଣ । ଦୁଇଟି ପାର୍କିଂ ସ୍ଥାନ ଚିହ୍ନଟ କରାଯାଇଛି ଯେଉଁଠାରେ 17 ଟ୍ରାନ୍ସଜେଣ୍ଡର ଦୁଇମାସ ପାଇଁ ପରୀକ୍ଷାମୂଳକ ଭିତ୍ତିରେ ଏହି ପଦକ୍ଷେପ ନେବେ ବୋଲି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ବ୍ରହ୍ମପୁର ସହରରେ ବିଭିନ୍ନ ଛକରେ କିନ୍ନର ପାର୍କିଂ ଫି ଆଦାୟ କରୁଛନ୍ତି । ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ କିନ୍ନରଙ୍କ ୨ଟି ଗୋଷ୍ଠୀକୁ ଏହି ଦାୟିତ୍ୱ ଦିଆଯାଇଥିଲା ।

Leave A Reply

Your email address will not be published.