You are currently viewing ମେ ୧୭ରେ କୋଟିଆ ଶୁଣାଣି

ମେ ୧୭ରେ କୋଟିଆ ଶୁଣାଣି

ଭୁବନେଶ୍ୱର, କୋଟିଆରେ ଆନ୍ଧ୍ରର ଦାଦାଗିରି ପ୍ରସଙ୍ଗ ନେଇ ରାଜ୍ୟ ସରକାର ମାନ୍ୟବର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲାବେଳେ ଏହାର ପରବର୍ତ୍ତା ଶୁଣାଣି ମେ ୧୭ ତାରିଖରେ ହେବ ବୋଲି ଜଣାପଡିଛି । ଏଠାରେ ସୂଚନାଯୋଗ୍ୟ ଯେ, ଓଡିଶା ଉଚ୍ଚ ନ୍ୟାୟାଳୟରେ ଦାୟର ହୋଇଥିବା ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରିବାକୁ ରାଜ୍ୟ ଉଚ୍ଚ ନ୍ୟାୟାଳୟ ମନା କରିଦେଇଛନ୍ତି । କାରଣ ଏ ସଂକ୍ରାନ୍ତରେ ଏକ ମାମଲା ସୁପ୍ରିମକୋର୍ଟରେ ବିଚାରାଧୀନ ଅଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।