You are currently viewing କୋଟିଆ ସହ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ଅସିଦ୍ଧ ଘୋଷିତ

କୋଟିଆ ସହ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ଅସିଦ୍ଧ ଘୋଷିତ

ଭୁବନେଶ୍ୱର -୨୧.୦୫.୨୦୨୧,କୋଟିଆରେ ଆନ୍ଧ୍ର କରିଥିବା ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଏହାସହ ଆନ୍ଧ୍ରପ୍ରଦେଶ ଜିଲ୍ଲା ପରିଷଦ ନିର୍ବାଚନ ମଧ୍ୟ ଅସିଦ୍ଧ ଘୋଷଣା । ନିର୍ବାଚନରେ ସୁପ୍ରିମକୋର୍ଟଙ୍କ ଗାଇଡଲାଇନ ଉଲଘଂନ ହୋଇଛି । ଏହି କାରଣରୁ ନିର୍ବାଚନ ଅସିଦ୍ଧ ଘୋଷଣା କରାଯାଇଛି । ପୁଣିଥରେ ନିୟମାନୁସାରେ ନିର୍ବାଚନ କରିବା ପାଇଁ ଆନ୍ଧ୍ର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।