କଟକ, ମାହାଙ୍ଗର ବରିଷ୍ଠ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀଙ୍କ ହତ୍ୟା ଘଟଣା ଏବେ ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାରେ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକୁ ଜୋରଦାର କରିଛି ବିଜେପି । ଆଜି ଡିଜିପିଙ୍କ କାର୍ଯ୍ୟାଳୟ ଘେରାଉ କରିଛି ବିଜେପି । ଏକ ଶୋଭାଯାତ୍ରାରେ ବାହାରି ବିଜେପି ନେତା ଓ କର୍ମୀ ଡିଜିପି କାର୍ଯ୍ୟାଳୟକୁ ଯାଇଥିଲେ । ମନ୍ତ୍ରୀମଣ୍ଡଳରୁ ପ୍ରତାପ ଜେନାକୁ ବହିଷ୍କାର ଓ ଗିରଫ ଦାବି କରିଛି ଦଳ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ