ଢେଙ୍କାନାଳ, ଆଳତୁମା ଗାଁରେ ଏକ କୂଅରେ ଫସି ରହିଥିବା ଶ୍ରମିକଙ୍କର ମୃତ ଘଟିଛି । ପ୍ରାୟ ୫ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ କୂଅରୁ ଶ୍ରମିକଙ୍କ ମୃତ ଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ । ଏଠାରେ ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଆଳତୁମା ଗାଁରେ ଏକ କୂଅରେ ନନ୍ଦ ବସାଉଥିବା ସମୟରେ ମାଟି ଅତଡା ଖସିବାରୁ କୂଅରେ ୫ ଜଣ ଶ୍ରମିକ ଫସି ରହିଥିଲେ । ପରେ ଅଗ୍ନିଶମ ବାହିନୀ ୪ ଜଣକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା । କିନ୍ତୁ ଆଉ ଜଣେ ଫସି ରହିଥିଲେ । ତେବେ ୫ ଘଟଣ୍ଟା ପରେ ଶ୍ରମିକଙ୍କ ମୃତ ଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ