ପୁରୀ(ଏଏନଏସ)୦୫/୧୦, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗର ଏବଂ ଆଖପାଖ ଅଞ୍ଚଳରେ ସକ୍ରିୟ ଲଘୁଚାପ । ପ୍ରଭାବରେ ପୁରୀ ଜିଲ୍ଲାରେ ବର୍ଷା ଲାଗି ରହିଛି । ଲଘୁଚାପ ବର୍ଷାରେ ପ୍ରଭାବରେ ଭୁଶୁଡ଼ିଛି କାନ୍ଥ । ପୁରୀ ଜିଲ୍ଲା ଗୋପ ବ୍ଲକ ଅନ୍ତର୍ଗତ ମହାପୁର ଗ୍ରାମର ବିଜୟାନନ୍ଦ ମହାନ୍ତିଙ୍କ ଘର କାନ୍ଥ ଭୁଶୁଡ଼ି ଯାଇଛି । ମିଳିଥିବା ସୂଚନା ମୁତାବକ, ଘରର କୌଣସି ଲୋକଙ୍କୁ କିଛି ଆଘାତ ହୋଇନଥିବା ବେଳେ ଏବେ ପ୍ରଯନ୍ତ ପ୍ରଶାସନ ତରଫରୁ କୌଣସି ସାହାଯ୍ୟ ମିଳିନାହିଁ ।
ANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶବଢ଼ୁଛି କରୋନା ସଂକ୍ରମଣ