ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

ଭୁବନେଶ୍ୱର (ଏ ଏନ୍ ଏସ)୦୯/୦୬, ବଙ୍ଗୋପସାଗରରେ ଲଘୁଚାପ । ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ମିଆଁମାର ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ସୂଚନା ଦେଇଛି ।

Leave A Reply

Your email address will not be published.