ମଧୁସୂଦନ ଲ’ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

କଟକ, କଟକ ମଧୁସୂଦନ ଲ’ କଲେଜକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି । ଏପ୍ରିଲ ୨୮ ତାରିଖ ପାଖରୁ ନିୟମ ଲାଗୁ କରାଯିବ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.