ଭୁବନେଶ୍ୱର, ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି । ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ମାତ୍ରାରେ ରହିଥିବାରୁ ୧୭ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ସୂଚନା ଅନୁସାରେ ୨୧ ତାରିଖ ଯାଏ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା- ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ କଟକ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍